ଖୁବ୍ ଶୀଘ୍ର ପୃଥିବୀକୁ ଫେରିବେ ସୁନିତା ୱିଲିୟମ୍ସ
ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନିତା ୱିଲିୟମ୍ସ ଖୁବ୍ ଶୀଘ୍ର ପୃଥିବୀ ପୃଷ୍ଠକୁ ଫେରିବେ । ଆମେରିକୀୟ ସ୍ପେସ୍ ଏଜେନ୍ସି ‘ନାସା’ ଏହି ସୂଚନା ଦେଇଛି । ସୁନିତା ୱିଲିୟମ୍ସ ଓ ବୁଚ୍ ୱିଲମୋର ଗତବର୍ଷ ଜୁନରୁ ବୋଇଂ ଷ୍ଟାରଲାଇନରରେ ଯାନ୍ତ୍ରିକ ସମସ୍ୟା ଯୋଗୁ ମହାକାଶରେ ଫସି ରହିଛନ୍ତି…