ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ମୟୁରଭଞ୍ଜ: ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ବପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବା ସହ ପ୍ରବେଶ ପାଇଁ ଅନୁମତି ଦିଆଯିବା ସମ୍ପର୍କରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କାର୍ଯ୍ୟାଳୟ ପକ୍ଷରୁ…