Browsing Tag

Student Clash

ଛାତ୍ର ସଂସଦ ନିର୍ବାଚନକୁ ନେଇ ବାଣୀବିହାର କ୍ୟାମ୍ପସରେ ଉତ୍ତେଜନା: ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ

ଭୁବନେଶ୍ୱର: ରଣକ୍ଷେତ୍ର ପାଲଟିଲା ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ । ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବାଣୀବିହାର କ୍ୟାମ୍ପସରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଏବିଭିପି ଓ ବିସିଜେଡି ପ୍ରାର୍ଥୀ ମୁହାଁମୁହିଁ ହୋଇଛନ୍ତି । ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ହଠାତ୍ ସଂଘର୍ଷ ହେବା ଫଳରେ…