Browsing Tag

T20I Cricket

ଏସିଆନ୍ ଗେମ୍ସ ୨୦୨୬: ପାକିସ୍ତାନକୁ ହରାଇ କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ

ନୂଆଦିଲ୍ଲୀ: ଏସିଆନ୍ ଗେମ୍ସ ୨୦୨୬ ପୁରୁଷ କ୍ରିକେଟ୍ ଫାଇନାଲରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ହାସଲ କରିଛି। ଶନିବାର କୋରୋଗି ସ୍ପୋର୍ଟସ୍ ପାର୍କଠାରେ ଖେଳାଯାଇଥିବା ଏହି ରୋମାଞ୍ଚକର ମୁକାବିଲାରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧…