ଆଜି ପବିତ୍ର ଗୁରୁ ଦିବସ : ଶିକ୍ଷକଙ୍କ ଭୂମିକାକୁ ମନେ ପକାଉଛି ସାରା ଦେଶ
ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ୍ ଈଶ୍ବର । ଈଶ୍ବରଙ୍କ ଅନ୍ୟ ରୂପ ହେଲେ ଗୁରୁ। ଗୁରୁ ହେଉଛନ୍ତି ସାକ୍ଷାତ୍ ପରମ୍ବ୍ରହ୍ମ। ଭାରତବର୍ଷର ଗୁରୁଶିଷ୍ୟ ପରମ୍ପରା ବହୁ ପ୍ରାଚୀନ। ବିନା ଗୁରୁରେ କେହି କେବେ ସଫଳତାର ଶିଖର ଛୁଇଁପାରି ନ ଥାଏ। ବିଦ୍ୟାଳୟରେ ଗୁରୁଙ୍କ ବେତ ପାହାର ପିଲାର…